Live Tv

Live Tv

ବିଧାୟକ ସନା ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡ଼ିରୁ ସସ୍ପେଣ୍ଡ

 ଭୁବନେଶ୍ୱର : ବିଜେଡ଼ି ର ବଡ଼ ଆକ୍ସନ । ବିଧାୟକ ସନା ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡ଼ିରୁ ନିଲମ୍ବିତ । ଏହି ଦୁଇ ବିଧାୟକଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଦଳରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।